ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଆଜି ରାଜ୍ୟରୁ ୧୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..