ରିପୋର୍ଟ କାର୍ଡ / ପୁରୀ
ଆଜି ସକାଳେ ସକାଳେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଗସ୍ତ କରିଛନ୍ତି । ସପରିବାରସହ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ୫-ଟି ସଚିବ । ଏହାସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..