ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪,୪୯୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୧୪,୦୯,୮୩୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୩୧ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୮୫୬ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨୦,୧୯୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୨୭,୫୪୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୨୩,୪୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……