ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୩୯ ଜଣ କ୍ୱାରେଣ୍ଟିନ୍ରେ ଥିବାବେଳେ ଲୋକାଲ୍ କେସ୍ ୯୫ ରହିଛି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଜଣ ଲେଖାଏ, ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୬୯୪ରେ ପହଞ୍ଚିଛି।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..