ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଶାରୀରିକ ଦୁର୍ବଳତା ଯୋଗୁଁ ଅସୁଖୀ ହୋଇପାରନ୍ତି। ଆର୍ଥିକ ସଙ୍କଟରେ ପଡ଼ି ପାରନ୍ତି। ଭାଇମାନଙ୍କ ଠାରୁ ସ୍ନେହ ଶ୍ରଦ୍ଧା ମିଳିବ। ସାମର୍ଥ୍ୟର ପରିପ୍ରକାଶ ଘଟାଇବାରେ ପାରଙ୍ଗମ ହେବେ। ଗୁଣଜ୍ଞ ହେବେ। ଚତୁର ହୋଇପାରନ୍ତି।
ବୃଷ : ସୁଖ ସମ୍ମାନ ଲାଭର ସୂଚନା ମିଳୁଛି। ଶୁଭଙ୍କର ଘଟଣା ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।
ମିଥୁନ : ପ୍ରତିକ୍ଷେତ୍ରରେ ନିରବ ପ୍ରଦର୍ଶନ କରିପାରନ୍ତି। ଶତ୍ରୁର ଉତ୍ପାତ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ପଡ଼ୋଶୀଙ୍କ ସହାୟତାରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ମିଳିବ। ଋଣ ପରିଶୋଧ କରିବେ।
କର୍କଟ : ଶାସ୍ତ୍ରାଭ୍ୟାସୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳି ପାରେ। ପରୋପକାରୀ ହେବେ।
ସିଂହ : ଶ୍ରମର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ବିନୀତ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ସ୍ତ୍ରୀ ଧନରେ ସୁଖ ଭୋଗ କରିବେ। ମନ୍ତ୍ରଣାଶକ୍ତିଯୁକ୍ତ ହେବେ।
କନ୍ୟା : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ପରୋପକାରୀ ହେବେ। ବିବିଧ ପ୍ରକାର ଧନଲାଭର ସୂଚନା ମିଳୁଛି। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ତେଜୀୟାନ୍ ହୋଇପାରନ୍ତି।

More Stories
ସତର୍କ ରହିବେ….
ସରକାରୀ ସହାୟତା ମିଳିବ…..
ସୁସ୍ଥ ଓ ନିରାମୟ ରହିବେ…..