ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାପ୍ରଭୁ ନୀଳାଦ୍ରି ବିଜେକରିବେ । ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେ ପତ୍ନୀ ମହାଲକ୍ଷ୍ମୀ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି ରହିଛି। ଅଭିମାନ କରିଥିବା ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମାନଭଞ୍ଜନ କରିବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ ସିଂହଦ୍ୱାର ଖୋଲିବେ। ଆଜିର ଦିନକୁ ଓଡିଶା ରସଗୋଲା ଦିବସ ରୂପେ ପାଳନ କରୁଛି |






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..