ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗାଣ ବର୍ଷା ପାଇଁ ୭ ଜିଲ୍ଲା କଟକ, ବୌଦ୍ଧ, ନୂଆପଡା, କନ୍ଧମାଳ, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ଯୋଗୁଁଁ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। କଟକ ଜିଲ୍ଲାର ସବୁ ସ୍କୁଲ, କଲେଜ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ଛୁଟି ଘୋଷଣା କରାଯାଇଛି। ସମ୍ବଲପୁର ମହାନଗର ନିଗମ ଓ ଧନକଉଡା ବ୍ଲକର ସବୁ ସ୍କୁଲ ଛୁଟି।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……