ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିକୁ ଠିକ ୭୫ ବର୍ଷ ତଳେ ଭୁବନେଶ୍ୱରକୁ ରାଜଧାନୀର ମାନ୍ୟତା ମିଳିଥିଲା । ରାଜଧାନୀ ପ୍ରତିଷ୍ଠା ଦିବସରେ ପାରମ୍ପରିକ ପରେଡ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ତେବେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଏହି ପ୍ରତିଷ୍ଠା ଦିବସ ପାଳିତ ହେବ । ଏନେଇ ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ ଆୟୋଜିତ ହୋଇଛି । ଓଡିଶା ବିଧାନ ସଭା ମୁଖ ତଥା ରାଜଧାନୀ ଶିଳାନ୍ୟାସ ଫଳକ ସାମ୍ନା ଉତ୍କଳ ମଣ୍ଡପରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..