ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସନ୍ଧ୍ୟାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବରେ ଲାଗିବ ମୋହର । ମନ୍ତ୍ରୀ ପରିଷଦ ପରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..