ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ବୈଠକ ଅନୁଷ୍ଠିତ ହେବ | ଭର୍ଚୁଆଲ ମାଧ୍ୟମରେ ଅପରାହ୍ଣ ସାଢ଼େ ୫ଟାରେ ବୈଠକ ବସିବା ନେଇ ସୂଚନା ଦିଆଯାଇଛି । ବୈଠକରେ ପ୍ରାୟ ୨୦ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ । ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ କେଉଁ ଏଜେଣ୍ଡା କ୍ୟାବିନେଟ୍ ବୈଠକରେ ରହିଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..