ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗୋଟିଏ ଦିନରେ ୬୮ ହଜାର ୨୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୨୦ ଲକ୍ଷ ୩୯ ହଜାର ୬୪୪ରେ ପହଞ୍ଚିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍ଜନିତ ୨୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୮୪୩ରେ ପହଞ୍ଚିଛି। ସେହି ସମୟ ମଧ୍ୟରେ ୩୨ ହଜାର ୨୩୧ ଜଣ କରୋନା ସଂକ୍ରମିତ ଆରୋଗ୍ୟ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୩ ଲକ୍ଷ ୫୫ ହଜାର ୯୯୩କୁ ବୃଦ୍ଧି ପାଇଛି। ଏଥି ସହିତ ଆରୋଗ୍ୟ ହାର ୯୪.୩୨ %କୁ ହ୍ରାସ ପାଇଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..