Report Card Odisha

| Daily Odia News

ଭୟଙ୍କର ରେଳ ଦୁର୍ଘଟଣା,୬ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଛତିଶଗଡ ବିଳାସପୁର ଷ୍ଟେସନ ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନକୁ କୋରବା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ମଧ୍ୟ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Breaking News