ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡ ବିଳାସପୁର ଷ୍ଟେସନ ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନକୁ କୋରବା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ମଧ୍ୟ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….