ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨ଟି ମାଲବାହୀ ଟ୍ରେନ ମୁହାଁମୁହିଁ ଧକ୍କା ହୋଇଛନ୍ତି। ପଞ୍ଜାବର ଫତେଗଡ଼଼ ସାହିବ ସରିହିନ୍ଦ ମାଧୋପୁର ନିକଟରେ ରବିବାର ଏହି ଦୁର୍ଘଟଣା ଘଟିଛି। ଏଥିରେ ୨ଟି ଟ୍ରେନରେ ଦୁଇ ଜଣ ଲୋକ ପାଇଲଟ୍ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଫତେଗଡ଼଼ ସାହିବ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେଠାରୁ ରାଜିନ୍ଦର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଟ୍ରେନ ଦୁଇଟି ଟ୍ରାକ୍ ଉପରେ ଓଲଟି ପଡ଼ିଥିଲା। ଦୁର୍ଘଟଣା ଯୋଗୁ ଉକ୍ତ ଲାଇନ୍ରେ ଟ୍ରେନ ଚଳାଚଳ ବ୍ୟାହତ






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……