ରିପୋର୍ଟ କାର୍ଡ / ବରଗଡ
ବାଲେଶ୍ଵର ବାହାନାଗରେ ରେଳ ଦୁର୍ଘଟଣାକୁ ୪ ଦିନ ହୋଇଥିବା ବେଳେ ବରଗଡରେ ଆଜି ଘରୋଇ କମ୍ପାନୀର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଥିବା ନେଇ ଖବର ମିଳିଛି। ମେଣ୍ଢାପାଲି ନିକଟରେ ନିଜସ୍ୱ ଟ୍ରାକରେ ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି। ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିଲା ମାଲବାହୀ ଟ୍ରେନ। ଦୁର୍ଘଟଣାରେ କେହି ଆହତ ହୋଇନଥିବା ନେଇ ସୂଚନା ମିଳିଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..