ଦେଶ ବିଦେଶ ବଡ଼ ଖବର ପୁଣି ଏକ ଟ୍ରେନ୍ ଲାଇନଚ୍ୟୁତ….. Report Card Bureau July 19, 2023 1 min read ରିପୋର୍ଟ କାର୍ଡ / ତିରୁପତିପୁଣି ଏକ ରେଳ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। କେରଳରେ ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ସୂଚନା ମୁତାବକ, ତିରୁପତି-ତିରୁଅନନ୍ତପୁରମ୍ ଟ୍ରେନ୍ ଏହାର ଶେଷ ରହଣିସ୍ଥଳ ତିରୁପତି ରେଳ ଷ୍ଟେସନରେ ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣା ସହ ଜଡ଼ିତ ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। Post navigationPrevious ମୁକୁଳା ଡ୍ରେନ ନେଲା ଜୀବନ…..Next ବିଧାନସଭାରୁ ନିଲମ୍ବିତ ୧୦ ବିଜେପି ବିଧାୟକ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଦେଶ ବିଦେଶ ବଡ଼ ଖବର ରାଜ୍ୟ ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ….. October 12, 2026 Report Card Bureau 1 min read ଦେଶ ବିଦେଶ ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI…. October 12, 2026 Report Card Bureau ଦେଶ ବିଦେଶ ୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ…. October 11, 2026 Report Card Bureau
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….