ରିପୋର୍ଟ କାର୍ଡ / ଭୋପାଳ
ମଧ୍ୟପ୍ରଦେଶରେ ଏକ ପ୍ଲେନ୍ ମନ୍ଦିର ସହ ଧକ୍କା ହେବାରୁ ପାଇଲଟଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଚୋରହାଟାରେ ଘଟିଛି। ଦୁର୍ଘଟଣା ପରେ ପାଇଲଟ ଗୁରୁତର ଅବସ୍ଥାରେ ସଞ୍ଜୟ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି କରାଯାଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିମାନଟି ଏକ ପାଇଲଟ୍ ଟ୍ରେନିଂ କମ୍ପାନୀର ଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଏବଂ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ ଜାରିରହିଛି |
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..