ରିପୋର୍ଟ କାର୍ଡ / ଭୁବନେଶ୍ଵର
ଗୁରୁବାର ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦ ମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଏ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ ଏବଂ ରାଷ୍ଟ୍ରୀୟ ସଂଗଠକ ଭି.ସତୀଶ ମଧ୍ୟ ଉପସ୍ଥିତ ରହିବେ। ନିଜ ଅଞ୍ଚଳର ୨୦ରୁ ୨୫ ଗାଁକୁ ପୋଷ୍ୟ ଭାବେ ଗ୍ରହଣ ପରାମର୍ଶ ଦିଆଯି






More Stories
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..
ବଜେଟ ରେ ସଂସ୍କାର କୁ ଗୁରୁତ୍ବ…..
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..