ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଜେଡିର ନବ-ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ। ଶଙ୍ଖ ଭବନରେ ବିଜେଡ଼ି ବିଧାୟକ ନେବେ ପ୍ରଶିକ୍ଷଣ। ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ।।ବିଧାନସଭା ନୀତି ଓ ବିଧି ବ୍ୟବସ୍ଥା ସମ୍ପର୍କରେ ଦଳର ଅଭିଜ୍ଞ ବିଧାୟକ ଓ ନେତା ପ୍ରଶିକ୍ଷଣ ଦେବେ। ବିଧାନସଭାରେ ଗତ ୧୭ ଓ ୧୮ ତାରିଖରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବିଜେପିର ଦଳୀୟ ପ୍ରଶିକ୍ଷଣ ଶିବିର ଦର୍ଶାଇ ବୟକଟ୍ କରିଥିଲା ବିଜେଡି। ସେହିପରି କଂଗ୍ରେସ ମଧ୍ୟ ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇନଥିଲା।






More Stories
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..