ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତ୍ରିପୁରାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିପ୍ଳବ ଦେବ । ଆଜି ବିପ୍ଳବ ଦେବ ରାଜ୍ୟପାଳଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିବା ସୂଚନା ମିଳୁଛି । ଏବେ ବିଧାୟକ ଦଳ ବୈଠକରେ ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାର ଚୟନ କରାଯିବ। ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିପ୍ଳବ ଦେବ କହିଛନ୍ତି, ପାର୍ଟିର ନିଷ୍ପତ୍ତି ସର୍ବୋପରି। ସଂଗଠନକୁ ମଜବୁତ କରିବା ଉଦ୍ଦେଶ୍ୟରେ ଏହି ନିଷ୍ପତ୍ତି ନେଇଛି। ଗତକାଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କୁ ବିପ୍ଳବ ଭେଟିଥିଲେ।






More Stories
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..
ଇଣ୍ଡୋନେସିଆରେ ବିଜୁବାବୁଙ୍କୁ ମୋଦୀଙ୍କ ପ୍ରଶଂସା…..