ରିପୋର୍ଟ କାର୍ଡ / ଭୁବନେଶ୍ୱର
ଥମିବାର ନାଁ ନେଉନାହିଁ ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଅଭିନେତା । ଆଜି ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..