ରିପୋର୍ଟ କାର୍ଡ / ଭୁବନେଶ୍ବର
ମାହାଙ୍ଗା ନାବାଳିକାଙ୍କ ମୃତ୍ୟୁ ମାମଲାରେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟ ଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଏହି ମାମଲାରେ ଶରତଙ୍କର ଏକ ଅଡିଓ ଭାଇରାଲ ହୋଇଥିଲା ଓ ତା’ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ନାବାଳିକାଙ୍କ ଆତ୍ମହତ୍ୟା ପରେ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଶରତଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି |





More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..