ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଜଣ ନେତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅନୁଗୁଳ ଜିଲ୍ଲା ସାଧାରଣ ସମ୍ପାଦକ ପ୍ରସନ୍ନ କୁମାର ସାହୁ ଓ ଅନୁଗୁଳ ବିଜୁ ଯୁବ ଜନତା ଦଳର ଜିଲ୍ଲା ସମ୍ପାଦକ ଯୋଗେଶ ଭୁକ୍ତଙ୍କୁ ଦଳରୁ ସସପେଣ୍ଡ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟକଳାପ କାରଣରୁ ଏହି ନେତାଙ୍କ ବିରୋଧରେ କଡ଼ା ଆକ୍ସନ ନିଆଯାଇଛି । ସୁପ୍ରିମୋଙ୍କ ନିର୍ଦ୍ଦେଶମ ମତେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏନେଇ ଏକ ବିଜ୍ଞପ୍ତି ଜାରି କରିଛନ୍ତି ।






More Stories
ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି,ପୁରୁଣା ପରମ୍ପରା ଭାଙ୍ଗିଦେଉଛନ୍ତି……
ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ସହଜ କଲେ ରାଜ୍ୟ ସରକାର…..
ଆଜି କାଉଣ୍ଟରରେ ଟିକଟ ବିକ୍ରି……