ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଜଣ ନେତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅନୁଗୁଳ ଜିଲ୍ଲା ସାଧାରଣ ସମ୍ପାଦକ ପ୍ରସନ୍ନ କୁମାର ସାହୁ ଓ ଅନୁଗୁଳ ବିଜୁ ଯୁବ ଜନତା ଦଳର ଜିଲ୍ଲା ସମ୍ପାଦକ ଯୋଗେଶ ଭୁକ୍ତଙ୍କୁ ଦଳରୁ ସସପେଣ୍ଡ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟକଳାପ କାରଣରୁ ଏହି ନେତାଙ୍କ ବିରୋଧରେ କଡ଼ା ଆକ୍ସନ ନିଆଯାଇଛି । ସୁପ୍ରିମୋଙ୍କ ନିର୍ଦ୍ଦେଶମ ମତେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏନେଇ ଏକ ବିଜ୍ଞପ୍ତି ଜାରି କରିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..