ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସୁପ୍ରିମକୋର୍ଟର ଆଉ ୨ ଜଣ ନୂଆ ବିଚାରପତି ଶପଥ ନେଇଛନ୍ତି | ରାଜେଶ ବିନ୍ଦଲ୍ ଓ ଅରବିନ୍ଦ କୁମାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମ୍ କୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ନବ ନିଯୁକ୍ତ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଉଭୟଙ୍କ ଶପଥ ଗ୍ରହଣ ସହ ସୁପ୍ରିମକୋର୍ଟରେ ବିଚାରପତି ଆସନ ପୂର୍ଣ୍ଣ ହୋଇଛି। ସୁପ୍ରିମକୋର୍ଟରେ ପ୍ରଧାନ ବିଚାପତିଙ୍କ ସମେତ ମୋଟ ୩୪ଟି ବିଚାରପତି ଆସନ ରହିଛି।






More Stories
ଡାଟା ସେୟାରିଂ ନାଁରେ ନାଗରିକଙ୍କ ଗୋପନୀୟତାର…..
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..
ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ…..