ରିପୋର୍ଟ କାର୍ଡ / ଯାଜପୁର
ଅଟୋ ଓ ବାଇକ ମୁହାଁମୁହିଁ ଧକ୍କା ରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଯାଜପୁର ଟାଉନ୍ ଥାନା ଖଣ୍ଡରା ଛକରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ଖଣ୍ଡରା ଛକ ନିକଟରେ ବାଇକ ଓ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ କି ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ସୂଚନା ମିଳିଛି ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..