ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କ୍ରିମିଆର ସେଭାଷ୍ଟୋପୋଲ୍ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିରେ ଶୁକ୍ରବାର ୟୁକ୍ରେନ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଜଣେ ରୁଷିଆ ସୈନ୍ୟ ନିହତ ହୋଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ନୌସେନା ମୁଖ୍ୟାଳୟ ଅବସ୍ଥିତ ଥିବା ଉକ୍ତ ସିଟି ସେଣ୍ଟରକୁ ନ ଯିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଇଛି। ୟୁକ୍ରେନ୍ର ୫ କ୍ଷେପଣାସ୍ତ୍ରକୁ ରୁଷିଆର ଏୟାର ଡିଫେନ୍ସ ସିଷ୍ଟମ ଖସାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..