ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଶୁକ୍ରବାର ଏକ ବଡ଼ ସୂଚନା ନଭେମ୍ବର ୧୦ ମାଣ୍ଡିଆ ଦିବସ ଅବସରରେ ରାଜ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯିବ । ଏଥିରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଯୋଗ ଦେବାରେ କାର୍ଯ୍ୟକ୍ରମ ରହିଛି ବୋଲି ଉପ ମୁଖ୍ୟମନ୍ତ୍ରୀ ସିଂ ଦେଓ କହିଛନ୍ତି। ନଭେମ୍ବର ୧୦ ଏବଂ ୧୧ ଦୁଇ ଦିନ ଧରି ଏହି କାର୍ଯ୍ୟକ୍ରମ କାର୍ଯ୍ୟକ୍ରମ ଚାଳିବ। ଉତ୍ସବ ମାଧ୍ୟମାରେ ମାଣ୍ଡିଆର ପ୍ରଚାର ପ୍ରଶାର ସାଙ୍ଗକୁ ବିଶ୍ୱ ବଜାରରେ ମାଣ୍ଡିଆ ଯେପରି ପହଞ୍ଚି ପାରିବ ସେନେଇ ଉଦ୍ୟମ କରାଯିବ ବୋଲି ସୂଚନା ମିଳିଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ