ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ | ଆଜି ‘ମେ ଫେୟାର’ରେ ପୋଷ୍ଟ ବଜେଟ୍ ଆଲୋଚନାରେ ଭାଗ ନେବେ। କେନ୍ଦ୍ର ବଜେଟ୍ ୨୦୨୩-୨୪ର ବଜେଟର ସଫଳ ଉଦ୍ଦେଶ୍ୟ ସମ୍ପର୍କରେ ଜଣାଇବେ ଅର୍ଥମନ୍ତ୍ରୀ। ପରେ ସେ ଭୁବନେଶ୍ୱର ଆଇଆଇଟିର ଅନୁଗୋଳ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସହ ବି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..