ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ | ଆଜି ‘ମେ ଫେୟାର’ରେ ପୋଷ୍ଟ ବଜେଟ୍ ଆଲୋଚନାରେ ଭାଗ ନେବେ। କେନ୍ଦ୍ର ବଜେଟ୍ ୨୦୨୩-୨୪ର ବଜେଟର ସଫଳ ଉଦ୍ଦେଶ୍ୟ ସମ୍ପର୍କରେ ଜଣାଇବେ ଅର୍ଥମନ୍ତ୍ରୀ। ପରେ ସେ ଭୁବନେଶ୍ୱର ଆଇଆଇଟିର ଅନୁଗୋଳ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସହ ବି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..