ରିପୋର୍ଟ କାର୍ଡ / ଭୁବନେଶ୍ବର
୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏବେ ତତ୍ପର ହୋଇଛି। ଏଥିଲାଗି ସାରାଦେଶରେ ବିଜେପିର ପ୍ରବାସ କାର୍ଯ୍ୟକ୍ରମ ଜାରି ରହିଛି। ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ । ସେ ଭୁବନେଶ୍ୱରରୁ କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ୪ ସଂସଦୀୟ କ୍ଷେତ୍ରରେ ବିଜେପି ୨୦୧୯ ସାଧାରଣ ନିର୍ବାଚନରେ ହାରି ଦ୍ବିତୀୟ ସ୍ଥାନରେ ଥିଲା ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..