ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ହତ୍ୟା ଧମକ ମିଳିଛି । ନାଗପୁର ସ୍ଥିତ ଗଡକରୀଙ୍କ କାର୍ଯ୍ୟାଳୟକୁ ଏକ ଫୋନ୍ କଲ୍ ଆସିଥିଲା । କେହି ଜଣେ ଯୁବକ ଅଫିସର ଲ୍ୟାଣ୍ଡଲାଇନ ନମ୍ବରକୁ ଫୋନ୍ କରି ଧମକ ଦେଇଥିଲେ । ତେବେ ଏହି ଧମକ ବାବଦରେ ଗଡ଼କରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନାଗପୁର ପୋଲିସ ନିକଟରେ ଅଭିଯୋଗ କରାଯାଇଛି । ଅଭିଯୋଗ ପାଇବା ପରେ ପୋଲିସ ଏହି ଘଟଣାର ତନାଘନା ଆରମ୍ଭ କରିଦେଇଛି ।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……