ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଢ଼ିଲା ପ୍ରବର୍ତ୍ତନ ନିର୍ଦେଶାଳୟ ନିର୍ଦେଶକ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ | ଆଜି ସୁପ୍ରିମକୋର୍ଟ ସଞ୍ଜୟ କୁମାର ମିଶ୍ରା ଙ୍କ କାର୍ଯ୍ୟକାଳ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି | ଇଡି ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।





More Stories
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..
ରାଜପାଲ ଙ୍କୁ ମିଳିଲା ଜାମିନ…..