ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆରମ୍ଭରୁ ବିଧାନସଭାରେ ହଙ୍ଗାମା । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ହ୍ରାସର ପ୍ରତିବାଦ । ଗୃହ ମଧ୍ୟଭାଗରେ ବିଜେଡିର ନାରାବାଜି । ପ୍ଲାକାର୍ଡ ଧରି ସ୍ଲୋଗାନ ଦେଲେ ବିଜେଡି ବିଧାୟକ । ନିଜ ଆସନରେ ଠିଆ ହୋଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ଅନାସ୍ଥା ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ । ବିଜେଡି ଓ ବିଜେପି ବିରୋଧରେ କଂଗ୍ରେସର ପ୍ରତିବାଦ । ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଗୃହକୁ ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..