ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୬ ତାରିଖ ଯାଏ କରୋନାର ଯୋଦ୍ଧା ସାମ୍ବାଦିକଙ୍କୁ ଟିକା ଦିଆଯିବ। ରାଜ୍ୟରେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଅନ୍ତର୍ଭୁକ୍ତ ସାମ୍ବାଦିକଙ୍କୁ ଆଜିଠାରୁ ଟିକା ଦିଆଯିବ। ଭୁବନେଶ୍ୱରରେ ଆଜିିଠାରୁ ୬ ତାରିଖ ଏହି ୩ ଦିନ ଯାଏଁ ଟିକା ଦେବା ନେଇ ବନ୍ଦୋବସ୍ତ ହୋଇଛି। ୟୁନିଟ୍-୬ ସରକାରୀ ହାଇସ୍କୁଲ ପରିସରରେ ଟିକାକରଣ ହେବ। ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଅଧିନରେ ଆସୁଥିବା ସାମ୍ବାଦିକଙ୍କ ବୀମା ନମ୍ବର ଆଧାରରେ ତିନି ଦିନ ବିଭକ୍ତ କରାଯାଇଛି। ନିର୍ଦ୍ଦିଷ୍ଠ ଦିନରେ ସାମ୍ବାଦିକ ମାନେ ଯାଇ ଭ୍ୟାକସିନ୍ ନେଇ ପାରିବେ। ଏଥିପାଇଁ ନିଜ ପରିଚୟପତ୍ର ଓ ବୀମା କାର୍ଡ ଦେଖାଇ ପାରିବେ।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..