ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ବରରେ ୧୮ରୁ ୪୪ ବର୍ଷ ବୟସର ବ୍ୟକ୍ତି ବର୍ତ୍ତମାନ କୋଭାକ୍ସିନର ଦ୍ୱିତୀୟ ଡୋଜ ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଯୋଗ୍ୟ ହିତାଧିକାରୀମାନେ ଜୁନ୍ ୨ ରୁ ଜୁନ୍ ୫ ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଏହି ସ୍ଲଟ୍ ବୁକିଂ ଆଜି ସନ୍ଧ୍ୟା ୬ ଟାରୁ ଆରମ୍ଭ ହେବ। ଭୁବନେଶ୍ଵରରରେ ଟିକାକରଣ ଚାରୋଟି କେନ୍ଦ୍ରରେ କରାଯିବ – ୟୁପିଏଚ୍ସି, ୟୁନିଟ୍- ୩, ପୋଖରିପୁଟ, ୟୁପିଏଚ୍ସି, ଘାଟିକିଆ ଏବଂ କ୍ୟାପିଟାଲ୍ ହସ୍ପିଟାଲ୍ | ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି |
More Stories
ବାଣ ଗୋଦାମରେ ବିସ୍ଫୋରଣ, ୫ ଗୁରୁତର…..
ପୋଲ ତଳକୁ ଖସିଲା ବସ୍,୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ…..
ଲକ୍ଷ୍ମୀ ବସ୍-ହାଇୱା ମୁହାଁମୁହିଁ ଧକ୍କା….