ରିପୋର୍ଟ କାର୍ଡ / ଭୁବନେଶ୍ୱର
୧୮ ରୁ ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଛି। ଟିକା ଆସିବା ପରେ ସ୍ଥିର ହେବ ୧୮-୪୪ ବର୍ଗଙ୍କୁ କେବେ ଟିକା ଦିଆଯିବ। ଦ୍ୱିତୀୟ ଡୋଜ ଦେବାକୁ ଟିକା ନଥିବା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ରାଜ୍ୟରେ ଶନିବାର ଓ ରବିବାର ଟିକାକରଣ ବନ୍ଦ ରହିବ। ସଟଡାଉନ ଥିବାରୁ ଟିକାକରଣ ବନ୍ଦ ରହିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି । ସୋମବାରରୁ ପୁଣି ଆରମ୍ଭ ହେବ ଟିକାକରଣ | ସେକେଣ୍ଡ ଡୋଜ୍ ଦେବାକୁ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ଚାଲିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି |






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……