ରିପୋର୍ଟ କାର୍ଡ / ଭୁବନେଶ୍ୱର
୧୮ ରୁ ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଛି। ଟିକା ଆସିବା ପରେ ସ୍ଥିର ହେବ ୧୮-୪୪ ବର୍ଗଙ୍କୁ କେବେ ଟିକା ଦିଆଯିବ। ଦ୍ୱିତୀୟ ଡୋଜ ଦେବାକୁ ଟିକା ନଥିବା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ରାଜ୍ୟରେ ଶନିବାର ଓ ରବିବାର ଟିକାକରଣ ବନ୍ଦ ରହିବ। ସଟଡାଉନ ଥିବାରୁ ଟିକାକରଣ ବନ୍ଦ ରହିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି । ସୋମବାରରୁ ପୁଣି ଆରମ୍ଭ ହେବ ଟିକାକରଣ | ସେକେଣ୍ଡ ଡୋଜ୍ ଦେବାକୁ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ଚାଲିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି |
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..