ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବନ୍ଦେଭାରତ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଟ୍ରେନ ଗାଇଗୋଠ ସହ ଧକ୍କା ଲାଗିଥିଲା। ଦୁର୍ଘଟଣା ଯୋଗୁ ଟ୍ରେନ ୨୦ ମିନିଟ ଅଟକି ରହିବା ପରେ ପୁଣି ଗନ୍ତବ୍ୟ ଉଦ୍ଦେଶ୍ୟରେ ବାହାରି ଯାଇଛି। ଟ୍ରେନ ମୁମ୍ବାଇରୁ ଅହମ୍ମଦାବାଦ ଯିବା ରସ୍ତାରେ ୱଟୱା ଓ ମଣିନଗର ଷ୍ଟେସନ ନିକଟରେ ଦୁର୍ଘଟଣା ହୋଇଥିଲା।
More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..