ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭେନଜୁଏଲାରେ ସୁନା ଖାଦାନ ଭୁଶୁଡିପଡିଛି । ଖାଦାନ ଭୁଶୁଡି ୧୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୧ଜଣ ଗୁରୁତର ହୋଇଛନ୍ତି। ଖାଦାନ ମଧ୍ୟରେ ଆଉ କିଛି ଶ୍ରମିକ ଚାପି ହୋଇ ରହିଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରେସକ୍ୟୁ ଅପରେସନ୍କୁ ଜୋରଦାର କରିଛନ୍ତି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….