ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଅଭିନେତା ବିରାଜ ଦାସଙ୍କର ପରଲୋକ ଘଟିଛି । ୬୩ ବର୍ଷ ବୟସରେ ପରପାରିକୁ ଚାଲି ଯାଇଛନ୍ତି। ସେ ଦୀର୍ଘଦିନ ହେଲା କର୍କଟ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବୁଧବାରରେ ରାତି ପ୍ରାୟ ୯ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..