ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ଅଭିନେତା କେ ବିଶ୍ୱନାଥଙ୍କର ପରଲୋକ ଘଟିଛି । ୯୨ ବର୍ଷ ବୟସରେ ଗତକାଲି ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦାସହେବ ଫାଲକେ ସମେତ ବହୁ ଆୱାର୍ଡ ବିଜେତା ଏହି ନିର୍ଦ୍ଦେଶକଙ୍କ ମୃତ୍ୟୁରେ ବଲିଉଡ ତଥା ଟଲିଉଡରେ ଶୋକର ଛାୟା ଖେଳି ଯାଇଛି। କେ ବିଶ୍ୱନାଥ ଦୀର୍ଘ ଦିନ ହେଲା ବୟସାଧୀକ ରୋଗରେ ପୀଡ଼ିତ ଥିଲେ। ଏଥିନିମନ୍ତେ ସେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲେ। ଗତ ରାତିରେ ତାଙ୍କର ବିୟୋଗ ଘଟିଛି |






More Stories
ରେକର୍ଡ ଭାଙ୍ଗିବ କି ଭୂତ ବଙ୍ଗଳା!……
ଆଶା ଭୋସ୍ଲେଙ୍କ ପରଲୋକ…..
ଅଭିଜିତ୍ ମଜୁମଦାରଙ୍କ ପରଲୋକ…..