ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଅନୁଷ୍ଠିତ ହେବାକୁଥିବା ଦୂର ତଥା ଗଭୀର ସମୁଦ୍ର ଅଞ୍ଚଳରେ ମତ୍ସ୍ୟସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ଲେଟର ଅଫ୍ ଅଥୋରାଇଜେଶନର ଜାତୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାକୁ ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..