ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ ୨୨ରେ ଯାଞ୍ଚ ହେବ । ଅଗଷ୍ଟ ୨୫ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ଟାରୁ ଭୋଟ୍ ଗ୍ରହଣ କରାଯିବ । ଉପରାଷ୍ଟ୍ରପତି ପଦରୁ ଜଗଦୀପ୍ ଧନଖଡ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି ।






More Stories
ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ‘ବିତାଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ……
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..