Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ ଏମ୍‌ଡି…..

ରିପୋର୍ଟ କାର୍ଡ / କୋରାପୁଟ

କୋରାପୁଟ ବନ୍ଧୁଗାଁ ବ୍ଲକ୍ ଆଲମଣ୍ଡା ଲ୍ୟାମ୍ପର ଏମଡି ଆର ରାମାକ୍ରିଷ୍ଣା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି | ଖରିଫ ଋତୁରେ ଚାଷୀଙ୍କ ନାମ ପଞ୍ଜିକରଣ ପାଇଁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ ରାମାକ୍ରିଷ୍ଣା ଙ୍କୁ କାବୁକରିଛି। ଖରିଫ ଋତୁରେ ଚାଷୀଙ୍କ ନାମ ପଞ୍ଜିକରଣ ପାଇଁ ଲାଞ୍ଚ ନେଉଥିବା ବେଳେ ଏମଡି ଧରାପଡିଛନ୍ତି । ଏନେଇ ଭିଜିଲାନ୍ସ ପକ୍ଷରୁ ଲ୍ୟାମ୍ପ୍ ଏମଡିଙ୍କୁ ଗିରଫ କରି ଏକ ମାମଲା ରୁଜୁ କରିବା ସହ ଅଧିକ ତଦନ୍ତ କରୁଥିବା ଜୟପୁର ଭିଜିଲାନ୍ସ ସୂଚନା ଦେଇଛନ୍ତି ।

 

 

Breaking News