ରିପୋର୍ଟ କାର୍ଡ / କେନ୍ଦୁଝର
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବ୍ଲକ୍ ଶିକ୍ଷା ଅଧିକାରୀ। କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛି । ତେବେ ଏରିୟର ଟଙ୍କା କରାଇ ଦେବାକୁ ଜଣେ ଶିକ୍ଷକଙ୍କଠାରୁ ସେ ଲାଞ୍ଚ ନେଉଥିଲେ । ପୂର୍ବଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ପହଞ୍ଚି ଟଙ୍କା ସହିତ ବ୍ଲକ୍ ଶିକ୍ଷା ଅଧିକାରୀଙ୍କୁ ଧରିଥିଲା |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..