Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭିଜିଲାନ୍ସ ଜାଲରେ ତହସିଲ୍‍ ଅଫିସର ସେକ୍ସନ ଅଫିସର । ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ ବେଲପଡା ତହସିଲ୍‍ ଅଫିସର ସେକ୍ସନ ଅଫିସର ଯୁଗଳ ରାଉତ । ଜମି ମ୍ୟୁଟେସନ ପାଇଁ ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ଯୁଗଳଙ୍କ କାର୍ଯ୍ୟାଳୟ ଓ ପାଟଣାଗଡ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରୀ ରହିଛି ।

Breaking News