ରିପୋର୍ଟ କାର୍ଡ / କୋରାପୁଟ
ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ମହିଳା ପୋଲିସ କର୍ମଚାରୀ। କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ମହିଳା ଏଏସଆଇଦୀପିକା ହୀରା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲା ରଫା ଦଫା କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରି ଭିଜିଲାନ୍ସ ପଚରାଉଚରା କରୁଥିବା ଜଣାପଡିଛି |






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..