ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୨ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି । ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଉମେଶ ଜେନାଙ୍କ ଆୟଠୁ ୩୬୮ ପ୍ରତିଶତ ସଂପତ୍ତି ଠାବ ହୋଇଛି। କଳାହାଣ୍ଡି ଜିଲ୍ଲା କ୍ଷୁଦ୍ର ଜଳସେଚନ ବିଭାଗ କେବିକେ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ ମଧ୍ୟ ଗିରଫ ହୋଇଛନ୍ତି। ଶ୍ରୀ ପ୍ରଧାନଙ୍କର ଆୟ ଠାରୁ ୭୫ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି।






More Stories
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି……
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..