ରିପୋର୍ଟ କାର୍ଡ / ଝାରସୁଗୁଡା
୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଲାଵ ଆସିଷ୍ଟାଣ୍ଟ | ଝାରସୁଗୁଡା କୃଷି ବିଭାଗ ମୃତ୍ତିକା ପରୀକ୍ଷାଗାରର ଲାଵ ଆସିଷ୍ଟାଣ୍ଟ ଗଣେଶ କଲସେରଙ୍କୁ ଭିଜିଲାନ୍ସ ଧରିଛି। ଚାକିରୀ ହରାଇଥିବା ଜଣେ ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ପାଇଁ ସେ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..